ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ବିବାଦ

ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ବିବାଦ ହୋଇଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବନ୍ଦ। ବିବାଦ ଯୋଗୁ ମହାପ୍ରଭୁଙ୍କ ବନକଲାଗି ନୀତି ନେଇ ଦେଖାଯାଇଛି ଅନିଶ୍ଚିତତା।

Read more