ନିଜ ବିବେକ ଅନୁସାରେ ଭୋଟ୍‌ ଦେଲି: ମହମ୍ମଦ ମୋକିମ

ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍‌ ଦେଲେ ମହମ୍ମଦ ମୋକିମ। NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍‌ ଦେଇଛନ୍ତି ବାରବାଟୀ-କଟକ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ। ନିଜ ବିବେକ ଅନୁସାରେ

Read more