ଦିଲ୍ଲୀରେ ରାହୁଲ ଗାନ୍ଧୀଙ୍କ ସହ ଆଲୋଚନା କରିବେ କଂଗ୍ରେସ ବିଧାୟକ

ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା । ୫ ତାରିଖରେ ରାହୁଲ ଗାନ୍ଧୀଙ୍କ ସହ ହେବ ଆଲୋଚନା । ଦଳୀୟ ସଂଗଠନ ଉପରେ ହେବ ପୁଙ୍ଖାନୁପୁଙ୍ଖ କରାଯିବ ତର୍ଜମା

Read more