କଲୋନିରୁ କୋଟିଏରୁ ଊର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଜବତ

ବୋରିଗୁମ୍ମା: କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ଅନ୍ତର୍ଗତ ଇରିଗେସନ କଲୋନିର ଏକ ଘର ପାଖରୁ କୋଟିଏରୁ ଊର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଏବଂ ମାଉଜର ଜବତ କରିଛି ପୁଲିସ।

Read more