ସାତକୋଶିଆରେ ବଢ଼ିଛନ୍ତି କୁମ୍ଭୀର, କମିଛି ପକ୍ଷୀଙ୍କ ସଂଖ୍ୟା

ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭ୍ୟୟାରଣ୍ୟର କୁମ୍ଭୀର ଓ ପକ୍ଷୀ ଗଣନା ତାଲିକା ପ୍ରକାଶ ପାଇଛି । ଗତ ବର୍ଷ ତୁଳନାରେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ବଢିିଛି

Read more