ପରମ୍ପରା ଆଗରେ ଦରବୃଦ୍ଧି ଫିକା : ସାବିତ୍ରୀ ବଜାରରେ ଅସମ୍ଭାଳ ଭିଡ଼

ଭୁବନେଶ୍ବର: ଆଉ ଦୁଇ ଦିନ ପରେ ପବିତ୍ର ସାବିତ୍ରୀ ଅମାବାସ୍ୟା। ଓଡ଼ିଆ ମହିଳାମାନଙ୍କ ସବୁଠୁ ବଡ଼ ଓଷା ବା ବ୍ରତ। ତେଣୁ ସାବିତ୍ରୀ ବଜାରରେ ଲାଗିଛି ଭିଡ଼।

Read more