ଭୀଷଣ ବାତ୍ୟାର ପରିଣତ ହେଲା ବାତ୍ୟା ‘ରେମାଲ’, ଆଜି ମଧ୍ୟରାତ୍ରୀରେ ସାଗରଦୀପ ଓ ଖେପୁପୁରା ମଧ୍ୟରେ ସ୍ଥଳଭାଗ ଛୁଇଁବା ସୂଚନା

ଭୀଷଣ ବାତ୍ୟାର ପରିଣତ ହେଲା ବାତ୍ୟା ‘ରେମାଲ’ । ଆଜି ମଧ୍ୟରାତ୍ରୀରେ ପଶ୍ଚିମବଙ୍ଗ-ବାଂଲା ଉପକୂଳରେ ଛୁଇଁବ ସ୍ଥଳଭାଗ । ପଶ୍ଚିମବଙ୍ଗ ଉପକୂଳ ପାଇଁ ରେଡ ୱାର୍ଣ୍ଣିଂ ଜାରି

Read more