ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡା. ଦାମ ରାଉତଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର, ତା.୨୨/୦୩: ରାଜ୍ୟର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଡା.ଦାମୋଦର ରାଉତଙ୍କ ଆଜି ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଦେହାନ୍ତ ଘଟିଛି

Read more