ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବା ଲାଗି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ

କଟକ: ୪ଟି ବିଭାଗରେ ଆଉଟସୋର୍ସିଂରେ କାମ କରୁଥିବା ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବା ଲାଗି ରାଜ୍ୟ ସରକାରଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି।

Read more