ସିଡିଏସ ଜେନେରାଲ ବିପିନ ରାୱତଙ୍କୁ ମରଣୋତ୍ତର ‘ପଦ୍ମ ବିଭୂଷଣ’ରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ ୨୧।୦୩:   ଦେଶର ପ୍ରଥମ ସିଡିଏସ ଜେନେରାଲ ବିପିନ ରାୱତଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଛି । ଦିବଙ୍ଗତ ସିଡିଏସ ବିପିନ ରାୱତଙ୍କ ଦୁଇ ଝିଅ କୃତିକା

Read more