ବେକରେ ପଥର ବନ୍ଧା ଅବସ୍ଥାରେ ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

କୋଷାଗୁମୁଡ଼ା: ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା ଥାନା ଅନ୍ତର୍ଗତ ନୁଆଗୁଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ଜଣେ ଯୁବକଙ୍କ ଗଳିତ ଶବ ଉଦ୍ଧାର କରିଛି ପୁଲିସ।

Read more