ପୁରୀ SCS ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କ ଆତ୍ମହତ୍ୟା

ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା । ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରୀ । ହଷ୍ଟେଲରେ ନିଜ ରୁମରେ ଛାତ୍ରୀ ଜଣକ ଆତ୍ମହତ୍ୟା

Read more