ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା, ଭୋର୍ ୪ ଟାରୁ ୬ଟା ମଧ୍ୟରେ ସରିବ ପହଣ୍ଡି ବିଜେ

ପୁରୀ: ଆସନ୍ତାକାଲି ସ୍ନାନପୂର୍ଣ୍ଣିମା । ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ଅନୁଷ୍ଠିତ ହେବ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରାର ଆଦ୍ୟପର୍ବ ମହାପ୍ରଭୁଙ୍କ ସ୍ନାନଯାତ୍ରା । ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦେବସ୍ନାନ ଦେଖିବା ସହ

Read more