ସାମୁଦ୍ରିକ ବାତ୍ୟା ‘ମିଚୌଙ୍ଗ୍‌’ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଶୁକ୍ରବାର ମଧ୍ୟରାତ୍ରରେ ପଶ୍ଚିମ-ଉତ୍ତର-ପଶ୍ଚିମ ପ୍ରାନ୍ତକୁ ଗତିଶୀଳ ହୋଇ ଏକ ଗଭୀର ଅବପାତରେ ପରିଣତ ହୋଇଛି। ଡିସେମ୍ବର ୩ ତାରିଖ ସୁଦ୍ଧା

Read more