ମତଦାନ ଅଧିକାର ସାବ୍ୟସ୍ତ କଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଝାରସୁଗୁଡ଼ା ପୌରପାଳିକା ଅନ୍ତର୍ଗତ ସରବାହାଲର ଏକ ମତଦାନ କେନ୍ଦ୍ରରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ମତଦାନ କରିଥିବା ଜଣାଯାଇଛି। ଏହାପୂର୍ବରୁ ସେ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ।

Read more