ଗିରଫ ହେଲା ରଶ୍ମିକା ମନ୍ଧାନାଙ୍କ ଡିପ୍ ଫେକ୍ ଭିଡିଓ ପ୍ରସ୍ତୁତ କରିଥିବା ଯୁବକ

ନୂଆଦିଲ୍ଲୀ: ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ଡିପ୍ ଫେକ୍ ଭିଡିଓ ପ୍ରସ୍ତୁତ କରିଥିବା ଯୁବକଙ୍କୁ ଦିଲ୍ଲୀ ପୁଲିସ ସ୍ପେଶାଲ ସେଲର ଆଇଏଫଏସଓ (ଇଣ୍ଟେଲିଜେନ୍ସ ଫ୍ୟୁଜନ୍ ଆଣ୍ଡ ଷ୍ଟ୍ରାଟେଜିକ୍ ଅପରେସନ୍)

Read more