ଆଜି ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମା’ସମଲେଶ୍ବରୀ

ଆଜି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ । ପବିତ୍ର ମହାଳୟା ଅବସରରେ ମା’ ଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହ ଏହି ବେଶ ଅନୁଷ୍ଠିତ ହୋଇଥାଏ

Read more