ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର ୦୩।୧୦ : ଘୋଷଣା ହେଲା ଉପନିର୍ବାଚନ ତାରିଖ। ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ । ଏନେଇ ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି

Read more