ଧାମନଗର ଉପ-ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା, ପ୍ରଚାରର ମଙ୍ଗ ଧରିବେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର ୧୫/୧୦: ଧାମନଗର ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକଙ୍କ ନାଁ ଘୋଷଣା । ମୋଟ ୪୦ଜଣିଆ ଷ୍ଟାର ପ୍ରଚାରକଙ୍କ ନାଁ ଘୋଷଣା କରିଛି ବିଜେଡି ।

Read more