ମହାପ୍ରଭୁଙ୍କ ନାଗାର୍ଜ୍ଜୁନ ବେଶ’ ଗ୍ରନ୍ଥ ଉନ୍ମୋଚିତ

ଭୁବନେଶ୍ୱର,୧୭/୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ମୁଖ୍ୟ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ “ମହାପ୍ରଭୁଙ୍କ ନାଗାର୍ଜ୍ଜୁନ ବେଶ -୨୦୨୦’ ଗ୍ରନ୍ଥ ଉନ୍ମୋଚିତ ହୋଇଯାଇଛି

Read more