ଆଜି ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟି20 ମ୍ୟାଚ

ଧର୍ମଶାଳା: ଭ୍ରମଣକାରୀ ଶ୍ରୀଲଙ୍କା ଓ ଘରୋଇ ଭାରତୀୟ କ୍ରିକେଟ୍ ଦଳ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟ୍ବେଣ୍ଟି୨୦ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ୍‌ ଶନିବାର ଏଠାରେ ଖେଳାଯିବ।

Read more