ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଝାରସୁଗୁଡା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂ’ଙ୍କ ନାମରେ ନାମିତ କରିବାକୁ ଚିଠିରେ ଅନୁରୋଧ

Read more