ଆଇନଶୃଙ୍ଖଳାକୁ ନେଇ ଟ୍ୱିଟରରେ ଧର୍ମେନ୍ଦ୍ରଙ୍କୁ ଜବାବ ଦେଲେ ପ୍ରଣବ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ଭୁଶୁଡିଯାଇଛି, ୩୦୭ ମାଧ୍ୟମରେ ନାଲି ଆଖି ଦେଖାଯାଉଛି, କିଛି ଏଭଳି କହି ରାଜ୍ୟ ସରକାରଙ୍କୁ ଆଜି ଟାର୍ଗେଟ କରିଥିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର

Read more