ଜଳକା ନଦୀରେ ଭାସୁଥିଲା ଡଲ୍‌ଫିନ୍

ଜଳକା ନଦୀରେ ଭାସୁଥିଲା ଡଲ୍‌ଫିନ୍। ଗାଁ ଲୋକେ ଧରି ପୋଖରୀରେ ଛାଡ଼ିଥିଲେ। ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ପୋଖରୀରୁ ଡଲ୍‌ଫିନ୍‌କୁ ଉଦ୍ଧାର କରି ସମୁଦ୍ରରେ ଛାଡ଼ିଛି।

Read more