ସଂସଦରେ ନିର୍ବାଚନ ପରାଜୟ ରାଗ ଉଦ୍‌ଗାରନ୍ତୁ ନାହିଁ: ବିରୋଧୀଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରାମର୍ଶ

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନରେ ପରାସ୍ତଜନିତ ରାଗ ଉଦ୍‌ଗାରିବା ପରିବର୍ତ୍ତେ ସଂସଦରେ ବିଭିନ୍ନ ଆଲୋଚନାରେ ଭାଗ ନେବା ଉଚିତ ବୋଲି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିରୋଧୀ ଦଳ

Read more