ରୂପାରେ ଝଟକିଲା ଶ୍ରୀମନ୍ଦିର ସିଂହଦ୍ଵାର

ରୂପାରେ ଝଲସିଲା ଶ୍ରୀମନ୍ଦିର ସିଂହଦ୍ୱାର । ୩ଦିନ ଧରି ଚାଲିଥିବା ସିଂହଦ୍ୱାର ରୂପା ଛାଉଣୀ କାମ ଶେଷ ହୋଇଛି । ଶାଗୁଆନ୍ କାଠରେ ନବନିର୍ମିତ କବାଟ ସିଂହଦ୍ୱାରରେ

Read more