ବଡ଼ ଦାୟିତ୍ୱରେ ଓଡ଼ିଆ ପୁଅ ଡ. ମୃତ୍ୟୁଞ୍ଜୟ ମହାପାତ୍ର, WMOର ଉପାଧ୍ୟକ୍ଷ ହେଲେ ସାଇକ୍ଲୋନ ମ୍ୟାନ୍

ବିଶ୍ୱ ପାଣିପାଗ ସଂସ୍ଥାର ଉପାଧ୍ୟକ୍ଷ ହେଲେ ଆଇଏମ୍‌ଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର। ତୃତୀୟ ଉପାଧ୍ୟକ୍ଷ ପଦବୀ ପାଇଁ ହୋଇଥିବା ନିର୍ବାଚନରେ ସେ ବିଜୟୀ ହୋଇଛନ୍ତି। ୧୪୮

Read more