ସାତକୋଶିଆରେ ବ୍ୟାଘ୍ର ପ୍ରକଳ୍ପ : ଗାଁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛି ବନ ବିଭାଗ

ସାତକୋଶିଆରେ ବ୍ୟାଘ୍ର ପ୍ରକଳ୍ପ ପାଇଁ ଉପଯୁକ୍ତ କ୍ଷେତ୍ର ପ୍ରସ୍ତୁତ କରିବାକୁ ଗାଁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛି ବନ ବିଭାଗ। ପ୍ରଥମେ ରାଇଗୋଡ଼ା ଗାଁରୁ ଉଚ୍ଛେଦ କରାଯାଇଛି।

Read more