ଆଜି ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ମାଆ, ଟ୍ବିନସିଟିରେ ବ୍ୟାପକ ବ୍ୟବସ୍ଥା

ସରିଲା ଦଶହରା । ପୁଣି ଆର ବର୍ଷକୁ ଅପେକ୍ଷା । ଆଜି ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ମାଆ । ଏଥିପାଇଁ ଟ୍ବିନସିଟିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

Read more