ଆଜି ମେଲାଣି ନେବେ ମା, ଟ୍ବିନ୍‌ ସିଟି ସମେତ ବିଭିନ୍ନ ସ୍ଥାନରେ ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର ୦୬।୧୦:  ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା। ଦଶହରାରେ ମା’ଙ୍କ ଘଟ ବିସର୍ଜନ ସରିଛି । ଭସାଣୀ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି ।

Read more