ଗୃହରକ୍ଷୀମାନଙ୍କ ଭତ୍ତା ବଢ଼ିଲା: ୯ ହଜାରରୁ ହେଲା ୧୨୨୮୦ ଟଙ୍କା

ଭୁବନେଶ୍ବର: ରାଜ୍ୟରେ କାର୍ଯ୍ୟରତ ଗୃହରକ୍ଷୀମାନଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ

Read more