ନଭେମ୍ବର ୨୧ରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ

ଭୁବନେଶ୍ବର: ନଭେମ୍ବର ୨୧ ତାରିଖରେ ହେବ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ। ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ହେବାନେଇ ସମସ୍ତ ସଦସ୍ୟଙ୍କୁ ଚିଠି

Read more