ଇଣ୍ଡୋନେସିଆ ପରେ ସୋଲୋମନରେ ଭୂକମ୍ପ, ଥରିଉଠିଲା ପୂରା ଦ୍ବୀପ, ରିକ୍ଟର ସ୍କେଲରେ ତୀବ୍ରତା ୭.୦

ନୂଆଦିଲ୍ଲୀ: ଇଣ୍ଡୋନେସିଆ ପରେ ସୋଲୋମନ ଦ୍ବୀପରେ ଭୟଙ୍କର ଭୂମିକମ୍ପ । ମଙ୍ଗଳବାର ସକାଳୁ ଥରି ଉଠିଲା ସୋଲୋମନର ଭୃପୃଷ୍ଠ । ରିକ୍ଟର ସ୍ଲେଲରେ ତୀବ୍ରତା ରହିଛି ୭.୦

Read more