ମେଘାଳୟରେ ଭୂମିକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୩.୪

ନୂଆଦିଲ୍ଲୀ, ୨୪/୧୧: ମେଘାଳୟର ତୁରାରେ ଗୁରୁବାର ସକାଳେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୂମିକମ୍ପ ସକାଳ ୩:୪୬ ସମୟରେ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୪

Read more