ଜୁନ୍ ୧ରୁ ଇଷ୍ଟକୋଷ୍ଟ ପକ୍ଷରୁ ଗଡ଼ିବ ୧୨ ଯୋଡ଼ା ଟ୍ରେନ

ଜୁନ୍ ୧ରୁ ଇଷ୍ଟକୋଷ୍ଟ ପକ୍ଷରୁ ୧୨ ଯୋଡ଼ା ଟ୍ରେନ ଚାଲିବ । ଇଷ୍ଟକୋଷ୍ଟ ପକ୍ଷରୁ ଟ୍ରେନ୍‌ଗୁଡ଼ିକର ନାଁ ପ୍ରକାଶ କରାଯାଇଛି । ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ, ଭୁବନେଶ୍ୱର-ହାୱଡା

Read more