ବିଧାୟକ ପ୍ରଫୁଲ ସାମଲ ଏବଂ ପୁଅ ପ୍ରୟାସକାନ୍ତିଙ୍କୁ ଇଡି ସମନ । ବରପଦା ଇଞ୍ଜିନିୟରିଂ କଲେଜ ଦୁର୍ନୀତି ମାମଲାରେ ହୋଇଥିଲା ଇଡି ଚଢଉ

ଭଣ୍ଡାରୀପୋଖରୀରେ ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଏବଂ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ସମନ କଲା ପ୍ରବର୍ତନ ନିର୍ଦ୍ଦେଶାଳୟ । ବରପଦା ଇଂଜିନୟରିଂ କଲେଜରେ

Read more