ରାଜରାସ୍ତାରେ ଶିକ୍ଷକ: ୫୦ ହଜାର ସ୍କୁଲରେ ତାଲା, ୪୦ ଲକ୍ଷ ପିଲାଙ୍କ ପାଠପଢ଼ା ପ୍ରଭାବିତ

ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ ଯୋଗୁ ପ୍ରାୟ ୫୦ ହଜାର ସ୍କୁଲରେ ତାଲା ପଡ଼ିଛି । ୪୦ ଲକ୍ଷ ପିଲାଙ୍କ ପାଠପଢ଼ା ପ୍ରଭାବିତ ହୋଇଛି

Read more