କେନ୍ଦ୍ରାପଡ଼ା ସାଂସଦଙ୍କ ହସ୍ତକ୍ଷେପ ପରେ ଦୁବାଇରୁ ଫେରିଲେ ୮ ପ୍ରବାସୀ ଓଡ଼ିଆ

ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିଥିବା ୮ ଜଣ ଓଡିଆ ଯୁବକ ଆଜି ନିଜ ଜନ୍ମମାଟିକୁ ଫେରିଛନ୍ତି।

Read more