ଏପ୍ରିଲ ୩ରେ ହେବ ହିନ୍ଦୋଳ ଓ ଅତାବିରା ଏନ୍‌ଏସିରେ ‌ଭୋଟ୍‌ ଗ୍ରହଣ

ଭୁବନେଶ୍ବର: ଆସନ୍ତା ଏପ୍ରିଲ ୩ ତାରିଖରେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଓ ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ନିର୍ବାଚନ ପାଇଁ ମତଦାନ କରାଯିବ।

Read more