ମାଗଣା ବିଦ୍ୟୁତ୍‌ ସଂଯୋଗ ଦେଲେ ଶ୍ରୀଲଙ୍କା ପରି ସ୍ଥିତି ହେବ: ଶକ୍ତି ମନ୍ତ୍ରୀ

ଭୁବନେଶ୍ବର: ଶୁକ୍ରବାର ବିଧାନସଭାର ମୁଲତବୀ ପ୍ରସ୍ତାବରେ ଭାଗ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ବିଦ୍ୟୁତ ପରିବହନ ଜନିତ କ୍ଷତି ଉପରେ ନିଜର ମତ ରଖିଛନ୍ତି।

Read more