ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା ଆଉ ନାହାନ୍ତି

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା ଆଉ ନାହାନ୍ତି। ୯୫ ବର୍ଷ ବୟସରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ସେ ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ସଭାପତି

Read more