ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ବିସ୍ଫୋରକ ବୟାନ: ଛତିଶଗଡ଼ରେ ଦଳକୁ ହରାଇବାକୁ ଟଙ୍କା ଲଗେଇଥିଲା ବିଜେଡି

ଭୁବନେଶ୍ବର: ଛତିଶଗଡ଼ରେ ବିଜେପିକୁ ହରାଇବାକୁ ବିଜେଡି ଟଙ୍କା ଲଗେଇଥିଲା ବୋଲି ସାଂଘାତିକ ଅଭିଯୋଗ ଆଣିଛନ୍ତି ବରିଷ୍ଠ ବିଜେପି ନେତା ତଥା ପଦ୍ମପୁରର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ।

Read more