ପାରିବାରିକ କଳହ: ବିଷ ପିଇ ଜୀବନ ହାରିଲେ ମହିଳା

ଗଞ୍ଜାମ ଜିଲ୍ଲା ସୋରଡା ଥାନା ସାନବଦାଙ୍ଗୀ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ପାରିବାରିକ କଳହକୁ ନେଇ ସ୍ତ୍ରୀ ବିଷ ପିଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି l

Read more