ଧାନମଣ୍ଡି ସମସ୍ୟା, ଏମଏସପି ଓ କଟନି-ଛଟନିର ସମାଧାନ କରନ୍ତୁ ରାଜ୍ୟ ସରକାର: ବିଜେପି

ଭୁବନେଶ୍ୱର : ଚାଷୀଙ୍କୁ ନ୍ୟାୟ ଦେବା ଦାବିରେ ଆଜି ରାଜ୍ୟର ସବ୍‌ଡିଭିଜନରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରତିବାଦ ଏବଂ ଉପଜିଲ୍ଲାପାଳଙ୍କୁ ୧୦ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ

Read more