କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଲା ଏଫଆଇଏଚ୍ ପ୍ରୋ-ଲିଗ୍‌ ହକି 1 min read

ଭୁବନେଶ୍ୱର: ପୁଣି କମ୍ପିଲା କଳିଙ୍ଗ ଷ୍ଟାଡିୟମ । ଆରମ୍ଭ ହେଲା ଏଫଆଇଏଚ୍ ପ୍ରୋ-ଲିଗ୍‌ ହକି । କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ପୁରୁଷ ଓ ମହିଳା ଟିମ୍ ସ୍ପେନକୁ ଭେଟିଛି

Read more