ପୁରୀରେ ମାର୍କେଟ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ; ୫ରୁ ଊର୍ଦ୍ଧ୍ବ ଅଗ୍ନିଶମ କର୍ମଚାରୀ ଅଣନିଶ୍ୱାସୀ ଅବସ୍ଥାରେ ଉଦ୍ଧାର

ପୁରୀ: ଟାଉନ୍‌ ଥାନା ଅନ୍ତର୍ଗତ ମରିଚିକୋଟ ଛକ ନିକଟ ଲକ୍ଷ୍ମୀ ମାର୍କେଟ କ‌ମ୍ପ୍ଲେକ୍ସରେ ଆଜି ରାତିରେ ଭୟାବହ ଅଗ୍ନିକାଣ୍ଡ ଦେଖିବାକୁ ମିଳିଛି। ମାର୍କେଟ ପରିସରରେ ନିଆଁ ଲାଗିବା

Read more