ମାର୍କେଟ କମ୍ପ୍ଲେକ୍ସରେ ନିଆଁ, ୩ ପର୍ଯ୍ୟଟକ ଉଦ୍ଧାର

ପୁରୀ: ଟାଉନ୍‌ ଥାନା ଅନ୍ତର୍ଗତ ମରିଚିକୋଟ ଛକ ନିକଟ ଲକ୍ଷ୍ମୀବଜାରରେ ଥିବା ସମ୍ରାଟ ମାର୍କେଟ କ‌ମ୍ପ୍ଲେକ୍ସରେ ବୁଧବାର ରାତି ପ୍ରାୟ ସାଢ଼େ ୮ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।

Read more