ଚୌଧୁରୀ ବଜାରର ଲୁଗା ଦୋକାନରେ ଲାଗିଥିବା ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ

କଟକ: ଚାରି ଘଣ୍ଟା ପରେ ଚୌଧୁରୀ ବଜାରର ଲୁଗା ଦୋକାନରେ ଲାଗିଥିବା ନିଆଁକୁ ଆୟତ୍ତ କରାଯାଇପାରିଛି। ଏବେ ବିପଦ ସଂପୂର୍ଣ୍ଣ ଟଳିଯାଇଛି। ଏନେଇ ଅଗ୍ନିଶମ ଅଧିକାରୀ ସୂଚନା

Read more