ରଥଯାତ୍ରା ପ୍ରସ୍ତୁତି ପାଇଁ ଆଜି ପ୍ରଥମ ସମନ୍ୱୟ ବୈଠକ

ରଥଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଆଜି ବସୁଛି ପ୍ରଥମ ସମନ୍ୱୟ କମିଟି ବୈଠକ । ଦିନ ୧୧ଟାରେ ପୁରୀ ପୌରସଦନରେ ଏହି ବୈଠକ ଅନୁଷ୍ଠିତ

Read more