ବୋମା ମାଡ଼ ଘଟଣାରେ ୫ ଗିରଫ

ବ୍ରହ୍ମପୁର: ବଡ଼ବଜାର ଥାନା ଅନ୍ତର୍ଗତ ହରିଡ଼ାଖଣ୍ଡି ଅଞ୍ଚଳର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଚାଲିଥିବା ବିବାଦକୁ ନେଇ ହୋଇଥିବା ବୋମା ମାଡ଼ ଘଟଣାରେ ୫ ଜଣଙ୍କୁ ଗିରଫ କରିଛି।

Read more